ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ପାଟଣା , କେନ୍ଦୁଝର ଜିଲ୍ଲା ପାଟଣାବ୍ଲକ ଡୁମ>ରିଆ ପଂଚାୟତ ବଣମହୁଲଡିହାର ମୁଣ୍ଡା ସାହିରେ ପାରିବାରିକ କଳହକୁ କେନ୍ଦ୍ରକରି ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ ହୋଇଛି । ଏଭଳି ଘଟଣା ଅଂଚଳରେ ଆଲୋଡନ ସୃଷ୍ଟି କରିଛି । ମିଳିଥିବା ଖବର ଅନୁଯାୟୀ କୈ÷ାଣସି ଘଟଣାକୁ କେନ୍ଦ୍ରକରି ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ବଚସା ହୋଇଥିଲା ଏଥିରେ ସ୍ୱାମୀ ଉତକ୍ଷିପ୍ତ ହୋଇ ସ୍ତ୍ରୀ କୁ ଅତି ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଛି । ଖବର ପାଇ ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ