ହାଇଦ୍ରାବାଦ ଘଟଣାକୁ ନେଇ ଫିଲ୍ମ ନିର୍ମାଣ କରିବେ ରାମ ଗୋପାଳ ବର୍ମା

ହାଇଦ୍ରାବାଦ:- ଚର୍ଚ୍ଚିତ ହାଇଦ୍ରାବାଦ ଭେଟେରିନାରି ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯିବା ଘଟଣା ସାରା ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଏବେ ଏହି ଚର୍ଚ୍ଚିତ ଘଟଣାକୁ ନେଇ ବଲିଉଡ୍ର ନାମୀ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଫିଲ୍ମ ନିର୍ମାଣ କରିବେ ବୋଲି ଜଣାପଡିଛି । ରାମ ଗୋପାଳ ସୋମବାର ହାଇଦ୍ରାବାଦର ଶମଶାବାଦ ଏସିପିଙ୍କୁ ଦେଖା କରି ଟିକନିକ୍ ଖବର ସଂଗ୍ରହ କରିଛନ୍ତି । ସଠିକ୍ ତଥ୍ୟକୁ ଆଧାର କରି ସେ ଫିଲ୍ମ ନିର୍ମାଣ କରିବେ ବୋଲି ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ