ହାଟଡିହିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୧ରୁ ୩୨୨ଜଣ ସୁସ୍ଥ ହେଲେଣି

ହାଟଡିହି,(ଓ୍ବାଇଏନ୍ଏସ୍): ହାଟଡିହି ବ୍ଲକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୧ରେ ପହଞ୍ଚିଛି । ସେଥିମଧ୍ୟରୁ ବର୍ତ୍ତମାନ ସୁଧା ୩୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୧୯ଜଣ ଆକ୍ରାନ୍ତ ବିଭିନ୍ନ ଚିକିତ୍ସାକେନ୍ଦ୍ରରେ ଚିକିତ୍ସିତ ହେଉଥିବା ଶାଳଣିଆଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ କୁହାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ