ୟୁରୋ ସ୍କୁଲରେ ଗାନ୍ଧୀ ଓଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଛତ୍ରପୁରର ୟୁରୋ ସ୍କୁଲ ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀ ଓ ଶାନ୍ତିଦୂତ ଲାଲାବାହାଦୂରଶାସ୍ତ୍ରୀଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ସ୍କୁଲର ପ୍ରିନ୍ସପାଲ ତପସ୍ୱିନୀ ସାହୁଙ୍କ ପୈାରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏକାଡେମୀ ଡାଇରେକ୍ଟର ପ୍ରମୋଦ କୁମାର ମିଶ୍ରଙ୍କ ସମେତ ଶିକ୍ଷକ/ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ମାନେ ଯୋଗଦେଇ ଉଭୟଙ୍କ ସ୍ମୃତି ଚାରଣ କରିଥିଲେ । ଏହା ସହିତ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଶପଥ ପାଠ କରାଯାଇଥିଲ।।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ