୧୩ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ପାଇଁ ବିଜୁ ଜନତା ଦଳର ବିଧାୟକ ଦଳ ବୈଠକ ସେହିଦିନ ସକାଳେ ଅନୁଷ୍ଠିତ ହେବ । ବିଧାନସଭା ସୌଧର ୫୪ ନମ୍ବର ପ୍ରକୋଷ୍ଠରେ ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଜେଡିର ସମସ୍ତ ବିଧାୟକ ଓ ବିଧାୟିକାମାନେ ଉପସ୍ଥିତ ରହିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ