୧୫ ବର୍ଷରୁ ଉର୍ଦ୍ଧ୍ୱ ପୁରୁଣା ଗାଡ଼ି ରାସ୍ତାରୁ ହଟିବ: ପରିବହନ ମନ୍ତ୍ରୀ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ରାସ୍ତାରୁ ୧୫ ବର୍ଷରୁ ଉର୍ଦ୍ଧ୍ୱ ପୁରୁଣା ଗାଡ଼ି ହଟିବ ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ।
ସେ କହିଛନ୍ତି ଯେ ଓଡ଼ିଶାରେ ପୁରୁଣା ଗାଡ଼ିର ଚିହ୍ନଟ ସରିଛି । ପରିବହନ ବିଭାଗ ଏନେଇ ପ୍ରକ୍ରିୟା ଆରମ୍ଭ କରି ସାରିଛି । ରାଜ୍ୟରେ ଏବେ ଲକ୍ଷାଧିକ ୧୫ ବର୍ଷର ପୁରୁଣା ଗାଡ଼ି ଅଛି ।କେନ୍ଦ୍ର ସରକାରଙ୍କ ନୂଆ ନିୟମ (ସ୍କ୍ରାପ୍ ପଲିସି) ଅନୁସାରେ ଓଡ଼ିଶାରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ