୧୬ରେ କେଜ୍ରିଓ୍ବାଲଙ୍କ ଶପଥ ଗ୍ରହଣ

ନୂଆଦିଲ୍ଲୀ : ଦିଲ୍ଲୀର ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଆସନ୍ତା ଫେବୃୟାରୀ ୧୬ ତାରିଖରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ପୂର୍ବ ଦୁଇଥର ଭଳି କେଜ୍ରିଓ୍ବାଲ ରାମଲୀଲା ମୈଦାନରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆପ୍‌ ଏକପାଖିଆ ଭାବରେ ୬୨ ଆସନରେ ବିଜୟୀ ହୋଇଥିଲା । ଉପରାଜ୍ୟପାଳ ଅନୀଲ ବୈଜଲଙ୍କୁ ଭେଟିବା ସହିତ ଆଜି ବିଧାୟକ ଦଳର ସଦସ୍ୟଙ୍କୁ ଭେଟିବାକୁ ଯାଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ