୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ ପାଇଁ ଖର୍ଚ୍ଚ ହୋଇଛି୧ ହଜାର ୪୦ କୋଟି ଟଙ୍କା

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ ପାଇଁ ୧ ହଜାର ୪୦ କୋଟି ୧୯ ଲକ୍ଷ ୨୭ ହଜାର ୬୦୫ ଟଙ୍କା ଖର୍ଚ୍ଚ ହୋଇଛି । ଏଥିରୁ ୩୮ କୋଟି ୮୬ ଲକ୍ଷ ଟଙ୍କା ସହାୟତା କେନ୍ଦ୍ର ସରକାର ଦେଇଛନ୍ତି । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଉତରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏହି ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ