୨୪ ଘଣ୍ଟା ମଧ୍ୟରେ  ପ୍ରବଳ ବର୍ଷା ସମ୍ଭାବନା;୬ଟି ଜିଲ୍ଲା କୁ ସତର୍କ ସୂଚନା ଜାରି

(ଯୁଗାବ୍ଦ ନ୍ୟୁଜ) ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଟି ଜିଲ୍ଲା ରେ ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି । ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଗଞ୍ଜାମ,ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଓ ଦେଓଗଡ଼ ଭଳି ଜିଲ୍ଲାକୁ କାଳବୈଶାଖୀର ଆଶଙ୍କା ରହିଥିବା ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସେହିପରି ୨୨ରୁ ୨୩ ତାରିଖ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ବଜ୍ରପାତ ଜନିତ ବର୍ଷା ଆଶଙ୍କା ରହିଛି । ୨୪ରୁ ୨୫ ତାରିଖ ପର‌୍ୟ୍ୟରନ୍ତ କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ