୨୮ରେ ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର :- ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ୨୮ରେ ହେଉଥିବା ରାଜ୍ୟ ବିଜେପି ପକ୍ଷରୁ ଆୟୋଜିତ ହେବାକୁ ଥିବା ସିଏଏ ( ନାଗରିକ ସଂଶୋଧନ ଆଇନ)ସମର୍ଥନ ସଭାରେ ସେ ଯୋଗ ଦେବାର କ।ର୍ଯ୍ୟକ୍ରମ ରହିଛି । ନାଗରିକ ସଂଶୋଧନ ଆଇନ ପ୍ରଣୟନର ସମର୍ଥନ ଲାଗି ଏହି ବିଶାଳ ଜନ ସଭା ହେବ ବୋଲି ବିଜେପି ପକ୍ଷରୁ କୁହାଯାଇଛି। ଏହାସହ ୨୯ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ। ସେହିଦିଦ ଶ୍ରୀକ୍ଷେତ୍ର ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବାର କାର‌୍ୟ୍ୟକ୍ରମ ରହିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ