୨ କୋଟି ଓଡିଶାବାସୀ ନେଲେଣି କୋଭିଡ୍ ଟିକାର ପ୍ରଥମ ଡୋଜ୍

ଭୁୁବନେଶ୍ୱର, (ୱାଇଏନ୍‍ଏସ୍‍): କୋଭିଡ୍ ଟିକାକରଣରେ ଆଉ ଏକ ମାଇଲଖୁଂଟ ଅତିକ୍ରମ କରିଛି ଓଡ଼ିଶା । ଏବେ ସୁଦ୍ଧା ୨ କୋଟିରୁ ଅଧିକ ପ୍ରଥମ କୋଭିଡ୍ ଟିକା ନେଇଥିବା ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । କୋଭିଡ୍ ବିରୋଧୀ ଯୁଦ୍ଧରେ ଲୋକଙ୍କ ସହଯୋଗ ସହ ସ୍ୱାସ୍ଥ୍ୟକର୍ମୀଙ୍କ ନିଷ୍ଠାପର ଉଦ୍ୟମକୁ ପ୍ରଶଂସା କରିଛି ସ୍ୱାସ୍ଥ୍ୟ ବିଭାଗ । ଜାନୁଆରୀ ୧୬ରୁ ଦେଶବ୍ୟାପୀ ଟିକାକରଣ ଜାରି ରହିଛି । ରାଜ୍ୟରେ ଟିକାକରଣ ଜାରି ରହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ