୨ ହଜାର ଟଙ୍କିଆ ନୋଟର ବଦଳ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବ୍ୟାଙ୍କରେ ଦୁଇ ହଜାର ଟଙ୍କିଆ ଜମା କିମ୍ବା ବଦଳ କରିପାରିବେ ଗ୍ରାହକ । ଆବଶ୍ୟକ ପଡ଼ିବନି କୌଣସି ପରିଚୟ ପତ୍ର । ଆଜିଠୁ ଆରମ୍ଭ ହେଉଛି ୨ ହଜାର ଟଙ୍କିଆ ନୋଟର ବଦଳ ପ୍ରକ୍ରିୟା । ଆଜିଠାରୁ ବ୍ୟାଙ୍କରେ ଲୋକେ ଜମା କରିପାରିବେ ନିଜ ପାଖରେ ଥିବା ୨ ହଜାର ଟଙ୍କିଆ ନୋଟ୍ । ୨ ହଜାର ଟଙ୍କିଆ ବଦଳରେ ଅନ୍ୟ ନୋଟ୍ ଆଣି ପାରିବେ। ନଚେତ ନିଜ ଖାତାରେ ଜମା ପାରିବେ ।


