୩୧ ଭିତରେ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର: ଜୁଲାଇ ୩୧ ତାରିଖ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମାଟ୍ରିକ ଖାତା ଦେଖା ସରିଥିବା ମଧ୍ୟ ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଖାତା ଦେଖା ଶେଷ ହୋଇଛି । ଟାବୁଲେସନ ଚାଲିଛି । ଯୁକ୍ତ ୨ ଖାତା ମୂଲ୍ୟାୟନରେ ସମସ୍ୟା ରହୁଛି । ସଟଡାଉନ ପାଇଁ ଶିକ୍ଷକ ମୂଲ୍ୟୟାନ କେନ୍ଦ୍ରକୁ ଆସୁନାହାନ୍ତି । ଏନେଇ ଜିଲ୍ଲାପାଳଙ୍କୁ ଜଣାଇବାକୁ ମୁଖ୍ୟ ସଚିବଙ୍କୁ ଚିଡି ଲେଖିବି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ