୪୮ ଘଣ୍ଟା ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବେ ଜିଲ୍ଲାପାଳ

ଭୁବନେଶ୍ବର : ବାତ୍ୟା ଆମ୍ଫନ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଥିପାଇଁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାତ୍ୟା କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବା ପାଇଁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ଉତ୍ତର ଓଡିଶା ଏବଂ ଉପକୂଳ ଓଡିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଜିଲ୍ଲାପାଳ ସ୍ଥିତି ଅନୁଧ୍ୟାନ ପରେ ରାଜ୍ୟ ସରକାରଙ୍କୁ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ