୬୩ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩ ହଜାରରେ ପହଁଚିଛି । ସେମାନଙ୍କ ମଧ୍ୟରୁ ୧୯୩୫୭ ଜଣ ସୁସ୍ଥ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୨୧୦୯ ଛୁଇଁଛି । ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏହା ପଛକୁ ରହିଛି ଗୁଜୁରାଟ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ପ୍ରଦାନ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ