୭ରେ ରାଷ୍ଟ୍ରଦୀପର ବସନ୍ତମିଳନ ଉତ୍ସବ-୨୦୨୧

କଟକ, (ଯୁଗାବ୍ଦ ନ୍ୟୁଜ) : ମାର୍ଚ୍ଚ ୭ ତାରିଖ ରବିବାର ଦିନ ସନ୍ଧ୍ୟା ୫ଘଟିକା ସମୟରେ କଟକର ବିଜୁ ପଟ୍ଟନାୟକ ଛକ ସ୍ଥିତ ସାରଳା ଭବନ ଠାରେ ରାଷ୍ଟ୍ରଦୀପର ବସନ୍ତ ମିଳନ ଉତ୍ସବ-୨୦୨୧ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଷ୍ଟିଲ ମନ୍ତ୍ରାଳୟର ବିଭାଗୀୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ,ପୂର୍ବକ୍ଷେତ୍ରର କ୍ଷେତ୍ର କାର୍ଯ୍ୟବାହ ପ୍ରାଧ୍ୟାପକ ଶ୍ରୀଯୁକ୍ତ ଗୋପାଳ ପ୍ରସାଦ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦାନ କରିବେ । ଏହି ଉତ୍ସବରେ ରାଷ୍ଟ୍ରଦୀପର ବାସନ୍ତିକ ବିଶେଷାଙ୍କ ଉନ୍ମୋଚନ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ