୭୩ତମ ସ୍ୱାଧିନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ

ବ୍ରହ୍ମପୁର (ଯୁଗାବ୍ଦ ନ୍ୟୁଜ) ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ରହ୍ମପୁର ସଦର ମହକୁମାଠାରେ ହେବାକୁ ଥିବା ୭୩ତମ ସ୍ୱାଧିନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାମୂଳକ ଆୟୋଜିତ ହେବାକୁ ଯାଉଛି । ପ୍ରଥମ ଶ୍ରେ୍ନଣୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା , ଶାରିରିକ କ୍ରୀଡା, ଚିତ୍ରାଙ୍କନ ଆୟୋଜିତ ହେବ । ଏଥିନିମନ୍ତେ ଏକ ଚୟନ ପ୍ରତିଯୋଗିତା ବ୍ରହ୍ମପୁର ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବ । ଏହି ସମସ୍ତ ପ୍ରତିଯୋଗିତା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ