୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ):ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକର ଗମ୍ଭାରୀମୁଣ୍ଡା ସ୍ଥିତ ଆୟତପୁର ଗ୍ରାମର ସ୍ୱାମୀ ବିବେକାନନ୍ଦ କ୍ଲବରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ଆୟତପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପତାକା ଉତ୍ତୋଳନ କରିଥିବା ବେଳେ ସ୍ୱାମୀ ବିବେକାନନ୍ଦ କ୍ଲବରେ ସମସ୍ତ ସଦସ୍ୟଙ୍କ ଗହଣରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା । ଭାରତ ମାତାକୀ ଜୟ ଏବଂ ମହାପୁରୁଷ ମାନଙ୍କ ଜୟ ଗାନ ଧ୍ୱନୀରେ ପ୍ରକମ୍ପିତ ହୋଇଥିଲା କ୍ଲବ ପରିସର ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ