୭ ଜିଲ୍ଲାରେ ବର୍ଷା, ବଜ୍ରପାତ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ମୟୂରଭଞ୍ଜ, ପୁରୀ, ବାଲେଶ୍ବର, ଗଞ୍ଜାମ, ଖୋର୍ଦ୍ଧା, ସୁନ୍ଦରଗଡ ଏବଂ ଦେବଗଡ ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି । ଏହି ୭ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଏବଂ ଘଡଘଡିର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ