୮୯ ଆପ୍ ଡିଲିଟ୍‌ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ସ୍ମାର୍ଟଫୋନରୁ ୮୯ଟି ଆପ୍‍ ଡିଲିଟ୍‍ କରିବାକୁ ଭାରତୀୟ ସେନା ନିଜ ଯବାନମାନଙ୍କୁ ନିର୍ଦ୍ଦେଶ ଦେଇଛି। କୌଣସି ତଥ୍ୟ କିମ୍ବା ସୂଚନା ଯେପରି ଲିକ୍‍ ନ ହେବ ଏହାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି। ଏହି ଆପ୍ଗୁନଡ଼ିକ ମଧ୍ୟରେ ଟିକ୍ଟହକ୍‍, ଟ୍ରୁକଲର ଓ ଇନ୍ଷ୍ଟା ଗ୍ରାମ ଆଦିର ନାଁ ମଧ୍ୟ ସାମିଲ ଅଛି। ଏନେଇ ନିକଟରେ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀରେ ଯବାନମାନଙ୍କୁ ଟିଣ୍ଡର ଭଳି ଡେଟିଂ ଆପ୍‍ ଓ ଡେଲୀହଣ୍ଟ ଭଳି ସମାଚାର ଆପ୍‍ ମଧ୍ୟ ଡିଲିଟ୍‍ କରିବାକୁ କୁହାଯାଇଛି। ଅନ୍ୟାନ୍ୟ ଆପ୍ଗୁଣଡ଼ିକ ମଧ୍ୟରେ ଫେସବୁକ୍‍, ଭିଚାଟ୍‍, ହାଇକ୍‍, ଲାଇକୀ, ଶେୟାରଇଟ୍‍, ୟୁସି ବ୍ରାଉଜର, ବିଗୋ ଲାଇଭ, ଜୁମ୍‍, କ୍ୟାମ୍ସ୍କାହନର, ବ୍ୟୁଟି ପ୍ଲସ, ପବଜୀ ସମେତ ଟେନ୍ସେରଣ୍ଟ୍ରଧ ସମସ୍ତ ଗେମିଂ ଆପ୍‍, କ୍ଲବ ଫ୍ୟାକ୍ଟ୍ରୀ, ହେପ୍ପନ୍‍, ବମ୍ବଲ, ୩୬୦ ସିକ୍ୟୁରିଟୀ, ପ୍ରତିଲିପି, ହଙ୍ଗାମା ଆଦି ଆପ୍ରକ ନାଁ ସାମିଲ ଅଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ