ୱେଷ୍ଟଇଣ୍ଡିଜକୁ ୧୦୭ ରନରେ ପରାସ୍ତ କଲା ଭାରତ

ବିଶାଖାପାଟଣା : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଭିସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଖେଳାଯାଇଥିବା ଦ୍ବିତୀୟ ଦିନିକିଆ ମ୍ୟାଚରେ ଭାରତ ୱେଷ୍ଟଇଣ୍ଡିଜକୁ ୧୦୭ ରନରେ ପରାସ୍ତ କରିଛି ଭାରତ । ଚାଇନା ମ୍ୟାନ ବୋଲର କୁଳଦୀପ ଯାଦବଙ୍କ ହାଟ୍ରିକ ୱିକେଟ ବଳରେ ଭାରତ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିବାରେ ସକ୍ଷମ ହୋଇଛି। ଏହି ମ୍ୟାଚରେ ବିଜୟ ସହ ଭାରତ ୩ଟିକିଆ ସିରିଜକୁ ୧-୧ରେ ବରାବର କରି ଦେଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ