ତିନି ୱାରେଣ୍ଟି ଗିରଫ

ହାଟଡ଼ିହି,(ଯୁଗାବ୍ଦ ନ୍ୟୁଜ୍‌) : ନନ୍ଦିପଦା ପୁଲିସ ଗତକାଲି ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉକରି ତିନିଜଣ ୱାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ବିଭିନ୍ନ ମାମଲାରେ ଅଭିଯୁକ୍ତ ଥାଇ କୋର୍ଟରୁ ୱାଣ୍ଟେ ବାହାରି ଥିବା ହାଟଡିହି, ମରୈଗାଁ ଓ କଳିଗାଁର ତିନିଜଣ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପରେଶ ମହାନ୍ତି ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ