ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର, (ଯୁଗାଦ୍ଦ ନ୍ୟୁଜ) – ଓଡିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ବାଜିଙ୍କ ବିୟୋଗରେ ସେ ମର୍ମାହତ ବୋଲି ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି  ଯେ ,  ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମରଆତ୍ମାର ସଦ୍ଗତି କାମନା କରୁଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ