ଗୋପାଳପୁର ପୋର୍ଟ ସୁପରଭାଇଜର ଏଣ୍ଡ ୱାର୍କରସ୍ ୟୁନିୟନର କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳନ

ଛତ୍ରପୁର, (ଓ୍ବାଇଏନ୍ଏସ୍):ଛତ୍ରପୁର ସ୍ଥିତ ଗୋପାଳପୁର ପୋର୍ଟ ସୁପରଭାଇଜର ଏଣ୍ଡ ୱାର୍କରସ୍ ୟୁନିୟନର କାର୍ଯ୍ୟାଳୟରେ ୭୪ତମ ସ୍ୱାଧୀନତା ଦିବସ ଅବସରରେ ୟୁନିୟନର ସଂପାଦକ କେଶବ ନାହାକଙ୍କ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ୟୁନିୟନର ବି.ବୈରାଗୀ ରେଡ୍ଡୀ, ଯୁଗଳ କିଶୋର ଦାଶ, ରାମେଶ୍ୱର ନାୟକ, ପଦ୍ମ ଲୋଚନ ରେଡ୍ଡୀ ଏବଂ ମହେଶ୍ୱର ସାହୁ ପ୍ରମୁଖ ଉପସ୍ଥିତ ଏହି ଦିବସର ମହତ୍ତ୍ୱ ବିଷୟରେ ଗୁରୁତ୍ୱାରୋପ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ