ଜୁଆ ଆଡ୍ଡା ଉପରେ ଚଢ଼ାଉ ୫ ଜୁଆଡି ଗିରଫ

ଭଞ୍ଜନଗର,(ସନ୍ତୋଷ କୁମାର ଜେନା):ଭଞ୍ଜନଗର ଥାନା ଅଧୀନ  ମାଲ ସାହିରେ ଶନିବାର ଅପରାହ୍ନରେ ଜୁଆ ଖେଳ ଚାଲିଥିବା ନେଇ ଭଞ୍ଜନଗର ପୋଲିସ କୌଣସି ସୂତ୍ରରୁ ଖବର ପାଇ ଅତର୍କିତ ଭାବେ ଜୁଆ ଆଡ୍ଡା ଉପରେ  ଚଢ଼ାଉ କରିଥିଲା । ଘଟଣା ସ୍ଥଳରୁ ପୋଲିସ ୫ଜଣ ଜୁଆଡ଼ି ଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ନଗଦ ୨୭,୫୯୦ଟଙ୍କା,୨ଟି ମୋବାଇଲ ଫୋନ ଓ ୨ଟି ତାସ ପ୍ୟାକେଟ ଜବତ ହୋଇଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା ଦେଇଛନ୍ତି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ