ବିଶ୍ୱଜିତ ଭୁବନେଶ୍ୱର ଡ଼ିସିସି ସଭାପତି

ଭୁବନେଶ୍ୱର,(ଓ୍ବାଇଏନ୍ଏସ୍): ଏଆଇସିସି ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବିଶ୍ୱଜିତ ଦାଶଙ୍କୁ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟିର ସଭାପତି ଭାବେ ନୂତନ ଦାୟିତ୍ୱ ଦିଆଯାଇଛି । ଏହି ଉପଲକ୍ଷେ ଶ୍ରୀ ଦାଶ ଏଆଇସିସି ସଭାପତି ସୋନିଆ ଗାନ୍ଧୀ, ଏଆଇସିସି ପୂର୍ବତନ ସଭାପତି ରାହୁଳ ଗାନ୍ଧୀ, ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ ଓ ବିଧାୟକ ସୁରେଶ କୁମାର ରାଉତରାୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ