୨୪ ଘଣ୍ଟାରେ ୧ ଲକ୍ଷ ୨୬ ହଜାର ୭୮୯ ଆକ୍ରାନ୍ତ ଚିହ୍ନଟ, ୬୮୫ ମୃତ

ନୂଆଦିଲ୍ଲୀ, (‌ୱାଇଏନ୍‌ଏସ୍‌): ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୨୬ ହଜାର ୭୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୬୮୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୯ ଲକ୍ଷ ୨୮ ହଜାର ୫୭୪ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୬ ହଜାର ୮୬୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୮ ଲକ୍ଷ ୫୧ ହଜାର ୩୯୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯ ଲକ୍ଷ ୧୦ ହଜାର ୩୧୯ ଆକ୍ଟିଭ୍‌ କେସ୍ ।

Share

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ