ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଚଳିତ ବର୍ଷ ଜୁନ୍ ୧୭ରୁ ୨୪ ମଧ୍ୟରେ ଓଡିଶା ଜେଇଇ ପରୀକ୍ଷା ହେବ । କମ୍ପ୍ୟୁଟର ବେସ୍‌ଡ୍ ପରୀକ୍ଷା ହେବ ବୋଲି ଓଜେଇଇ କର୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।ଏଥିପାଇଁ ଏପ୍ରିଲ ୧୪ରୁ ଅନଲାଇନରେ ଆବେଦନ ଆରମ୍ଭ ହୋଇଯାଇଛି । ମେ ୧୫ ତାରିଖ ପର୍ଯ୍ୟନ୍ତ ଓଜେଇଇ ୱେବସାଇଟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଜୁନ୍ ପ୍ରଥମ ସପ୍ତାହରୁ ଛାତ୍ରଛାତ୍ରୀଙ୍କୁ ଆଡମିଟ କାର୍ଡ ମିଳିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ