କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର ୩ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ କେନ୍ଦ୍ରାପଡା ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ