ନାମାଙ୍କନ ପତ୍ର ଦାଖଲ କଲେ ଜୁଏଲ ଓରାମ

ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ଶେଷଦିନରେ ନାମାଙ୍କନ ଭରୁଛନ୍ତି ନେତା । ଦ୍ୱିତୀୟ ପର‌୍ୟ୍ୟାୟରେ ହେବାକୁ ଥିବା ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିବାର ଆଜି ହେଉଛି ଶେଷ ଦିନ । ତେବେ ନାମାଙ୍କନ ଦାଖଲ ପୂର୍ବରୁ ମନ୍ଦିରରେ ଯାଇ ନେତାମାନେ ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଛି । ସୁନ୍ଦରଗଡରେ ଭାରତୀୟ ଜନତା ପାର୍ଟିରୁ ପ୍ରାର୍ଥୀ ହୋଇଥିବା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ