କାଶିନଗର ବ୍ଲକ ଅନ୍ତର୍ଗତ କିଡିଗାମ ଗ୍ରାମ ପାଞ୍ଚାୟତର ଭେଙ୍କଟପୁରାମ ଗ୍ରାମରେ ବିଜେଡି ମିଶ୍ରଣ ପର୍ବ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):କାଶିନଗର ବ୍ଲକ ଅନ୍ତର୍ଗତ କିଡିଗାମ ଗ୍ରାମ ପାଞ୍ଚାୟତର ଭେଙ୍କଟପୁରାମ ଗ୍ରାମରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଯାଇଛି । ଏହି ମିଶ୍ରଣ ପର୍ବରେ ଗଜପତି ଜିଲ୍ଲା ସଭାପତି ଶ୍ରୀ ଜଗବନ୍ଧୁ ଦାସ , ବରିଷ୍ଟ ନେତା ତଥା ହାଇଟେକ୍କ ଗ୍ରୁପ ଅଧ୍ୟକ୍ଷ ଡ. ତିରୁପତି ପାଣିଗ୍ରାହୀ ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ବିଜେଡ଼ି ଯୁବନେତା ଇଂ.ରୂପେଶ ପାଣିଗ୍ରାହୀ, କାଶିନଗର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାଲ୍ଲା ସାୟମ୍ମା, କାଶିନଗର ବିଜେଡ଼ି ବ୍ଲକ ସଭାପତି ଶ୍ରୀ ଅଖିଳ ପାତ୍ରଙ୍କ ଉପସ୍ଥିତିରେ ୨୦ରୁ ଉର୍ଦ୍ଧ ନେତା ଓ କର୍ମି ପ୍ରମୁଖ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ