ବିଦ୍ୟୁତ ସସ୍ପର୍ଶ ରେ ଆସି ଚାଷୀ ଗୁରୁତର

ଛତ୍ରପୁର, (ଦେବଦତ୍ତ ମହାରଣା):ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଷୀ ଗୁରୁତର। ଛତ୍ରପୁର ଥାନା ଚିକଲଖଣ୍ଡି ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି, ଏମ . ଲାଛମେୟା (୬୦ ବର୍ଷ)ନାମକ ଚାଷୀ ଝରପୋଖରୀ ନିକଟ ବିଲକୁ ଯିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଛନ୍ତି l ତାଙ୍କୁ ଛତ୍ରପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି l ବାରହା ମାରିବା ପାଇଁ ବିଦ୍ୟୁତ ତାର ବିଛାଯାଇଥିବା ବେଳେ ଏହି ଦୁର୍ଘଟଣା ଘଟିଛି l ସେ ତାଙ୍କ ବିଲକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା କହିଛନ୍ତି ଆହତ ଏମ . ଲାଛମେୟା

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ