ତାକରଡାରେ ମୁଖ୍ୟମନ୍ତ୍ରୀ ପୋଷାକ ପରିଧାନ ଉତ୍ସବ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ତାକରଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ପୋଷାକ ପରିଧାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଷ୍ଣୁ ଚରଣ ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀ ପୋଷାକ ପରିଧାନ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ସମସ୍ତ ଶିକ୍ଷକଓ ଶିକ୍ଷୟିତ୍ରୀ ପୋଷାକ ବଣ୍ଟନରେ ସହଯୋଗ କରିଥିଲେ। ଛାତ୍ରଛାତ୍ରୀଙ୍କ ପାଇଁ ମୋଟାବାଡି ଗ୍ରାମର ସ୍ୱୟଂ ସହାୟକ ଗୋଷ୍ଠୀ ପୋଷାକ ତିଆରି କରି ଯୋଗାଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ