ବାମପଦା କୁଷ୍ଠଆଶ୍ରମ ଠାରେ ଫଳ ବଣ୍ଟନ

ବାଲେଶ୍ୱର, (ସରୋଜ ପଣ୍ଡା):ସାଧାରଣତନ୍ତ୍ର ଦିବସ ଅବସରରେ ଭରସା ସ୍ବେଛାସେବୀ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ବାମପଦା କୁଷ୍ଠଆଶ୍ରମ ଠାରେ ଅନ୍ତେବାସୀ ମାନଙ୍କୁ ଫଳ ବଣ୍ଟନ କରାଯାଇଛି. ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଉପସ୍ଥିତ ଅନ୍ତେବାସୀମାନଙ୍କୁ ଫଳ ବଣ୍ଟନ କରିଥିଲେ. ଏହି କାର୍ଯ୍ୟକ୍ରମ ରେ ସଦର ବିଧାୟକ ସ୍ୱରୂପ କୁମାର ଦାସ ଓ ଭରସା ର ସମ୍ପାଦକ ଯାଦବେଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ.

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ