ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ) : ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଛତ୍ରପୁର ବ୍ଲକ ର ଭିକାରୀପଲ୍ଲୀ ପଂଚାୟତ ରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି , ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଙ୍କ ତତ୍ୱବଧାନ ରେ ବିଜୁ ଜନତା ଦଳର ବରିଷ୍ଠ ନେତା ମାନେ ତୃଣମୂଳ ସ୍ତର ରେ ଭୋଟ ର ଙ୍କ ପାଖକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସମସ୍ତ ଲୋକାଭିମୁଖୀ ଓ ଜନମଙ୍ଗଳ ଯୋଜନା ସମ୍ପର୍କ ରେ ବୁଝାଉଛନ୍ତି, ଭିକାରୀପଲ୍ଲୀ ଗ୍ରାମ ପଂଚାୟତ ର ଗୋଲାପଲ୍ଲୀ ଗ୍ରାମ ରୁ ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି,, ଏଥିରେ ସଂଯୋଜକ ତଥା ଛତ୍ରପୁର ବ୍ଲକ ବିଜେଡି ସଭାପତି ପ୍ରବାସୀ ପ୍ରଧାନ ଏବଂ ଯୁବ ବିଜେଡି ଛତ୍ରପୁର ନିର୍ବାଚନ ମଣ୍ଡଳୀ ସଭାପତି ସନମୂଖ ପଟ୍ଟନାୟକ ଙ୍କ ସମେତ ବହୁ ମହିଳା,ଯୁବ ଓ ଛାତ୍ର ନେତା ମାନେ ସାମିଲ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ