ଗଜପତିର ୨ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା ): ରାୟଗଡ଼ ବ୍ଳକର ରାୟଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସତ୍ୟବାନ ଭୂୟାଁ ଓ ଡମ୍ବାଳ ସରକାରୀ ଉଚ୍ଚ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଅମ୍ବିକା ପ୍ରସାଦ ସେଠୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସମାରୋହରେ ଶିକ୍ଷାମନ୍ତ୍ରୀ ସୁଦାମ ମାରାଣ୍ଡି,୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମାଣପତ୍ର ପ୍ରଦାନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ