ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ) : ଛତ୍ରପୁର ବ୍ଲକ ରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଙ୍କ ନିର୍ଦେଶକ୍ରମେ ବିଜୁ ଜନତା ଦଳର ବରିଷ୍ଠ ନେତା ମାନେ ତୃଣମୂଳ ସ୍ତର ରେ ଭୋଟ ର ଙ୍କ ପାଖକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସମସ୍ତ ଲୋକାଭିମୁଖୀ ଓ ଜନମଙ୍ଗଳ ଯୋଜନା ସମ୍ପର୍କ ରେ ବୁଝାଉଛନ୍ତି, ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୁଳିଙ୍ଗୀ ଗ୍ରାମ ପଂଚାୟତ ର ତେଲାପଲ୍ଲୀ ଗ୍ରାମ ରୁ ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି,, ଏଥିରେ ଛତ୍ରପୁର ବ୍ଲକ ବିଜେଡି ସଭାପତି ପ୍ରବାସୀ ପ୍ରଧାନ, ଯୁବ ବିଜେଡି ଛତ୍ରପୁର ବ୍ଲକ ସଭାପତି କାଳିଆ ନାହାକ, ଯୁବ ନେତା ସୁରେଶ ଦାଶ, ଲକ୍ଷ୍ମଣ ସେଠି, ବୈରାଗୀ ଚରଣ ସାହୁ ଓ କିଶୋର ବେହେରା, ବିପୁଳିଙ୍ଗି ସରପଞ୍ଚ ହିନା ସେଠି ଙ୍କ ସମେତ ବହୁ ମହିଳା,ଯୁବ ଓ ଛାତ୍ର ନେତା ମାନେ ସାମିଲ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ