କାଶୀନଗରରେ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ୍ ଉଦ୍‌ଘାଟିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା କାଶୀନଗରଠାରେ ହୋଇଥିବା ନବନିର୍ମିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ଯକ୍ଷ ଗାବରା ତିରୁପତି ରାଓ, ଜିଲ୍ଲା କ୍ରୀଡ଼ା ଅଧୂକାରୀ ପ୍ରାଣକୃଷ୍ଣ ପାଣିଗ୍ରାହୀ, ପ୍ରକଳ୍ପ ନିର୍ଦ୍ଦେଶକ ଗୁଣନିଧ୍ ନାୟକ, ଏସଡିସି ଅଧ୍ଯକ୍ଷା ମାରୀୟମ ରଇତ, ଏନ୍‌ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ଯକ୍ଷ ରଘୁରାମ ସାହୁ, ବ୍ଲକ ଅଧ୍ୟକ୍ଷା ସାୟାମ୍ମା, ଉପଧ୍ଯକ୍ଷା ସି. ଏଚ କଲ୍ୟାଣୀ, ତହସିଲଦାର ଅଶୋକ ପ୍ରଧାନ, ବିଡିଓ ଶରତ ପାତ୍ର, ଏନ୍ଏସି ନିର୍ବାହୀ ଅଧିକାରୀ ଭାଗବତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ