ସାନଖେମୁଣ୍ଡି ବିଧାନସଭା ପାଇଁ କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ଜେନା ଙ୍କ ନାମାଙ୍କନ ପତ୍ର ଦାଖଲ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ରମେଶ ଜେନା ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି l ହଜାର ହଜାର ସମର୍ଥକ ମାନଙ୍କ ସହ ସେ ବିରାଟ ଶୋଭାଯାତ୍ରାରେ ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପହଂଚିଥିଲେ l ସେଠାରେ ରିଟର୍ଣ୍ଣିଙ୍ଗ ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁ ଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି, ଏହି ଶୋଭାଯାତ୍ରା ରେ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ହଜାର ହଜାର ମହିଳା, ଯୁବ,ଛାତ୍ର ଓ କଂଗ୍ରେସ ନେତା ଏବଂ କର୍ମୀ ମାନେ ସାମିଲ ହୋଇଥିଲେ , ଶ୍ରୀ ଜେନା ନିର୍ବାଚନ ମଣ୍ଡଳୀରେ ଲୋକଙ୍କୁ ବିଭିନ୍ନ ସମୟରେ ସହଯୋଗ କରିଆସୁଛନ୍ତି,ଏଣୁ ଦଳୀୟ ନେତା ଓ କର୍ମୀ ଙ୍କ ମହଲ ରେ ବେଶ ଖୁସି ଥିବା ଦେଖିବାକୁ ମିଳିଛି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ