କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥୀନୀ ଲତିକା ପ୍ରଧାନ ଙ୍କ ନାମାଙ୍କନ ପତ୍ର ଦାଖଲ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଗଞ୍ଜାମ ଜିଲ୍ଲା ରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥୀନୀ ଲତିକା ପ୍ରଧାନ ଶୁକ୍ରବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରା ରେ ଗଞ୍ଜାମ ଜିଲ୍ଲାପାଳଙ୍କ ଅଫିସ ନିକଟରେ ପହଞ୍ଚିଥିଲେ, ପରେ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି ଙ୍କ ନିକଟରେସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ