ବଡ଼ ମାଧପୁର ଓ ଗୋବା ଗ୍ରାମରେ ଛତ୍ରପୁର ଥାନା ପୋଲିସର ଫ୍ଲାଗ ମାର୍ଚ୍ଚ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ) : ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ମାଧପୁର ଓ ଗୋବା ଗ୍ରାମରେ ଛତ୍ରପୁର ଥାନା ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ଏସପି ଜଗମୋହନ ମିନା ଙ୍କ ନିର୍ଦେଶ କ୍ରମେ ଛତ୍ରପୁର ଥାନା ଅଧିକାରୀ ନିରୋଦ କୁମାର ଦାଶ ଙ୍କ ନେତୃତ୍ୱରେ ବହୁ ପୋଲିସ ଅଧିକାରୀ ଓ କର୍ମଚାରୀ ମାନେ ଏଥିରେ ସାମିଲ ହୋଇ ଚଳିତ ସାଧାରଣ ନିର୍ବାଚନକୁ ସୁରୁଖୁରରେ ସମ୍ପାଦନ କରିବା ପାଇଁ ଲୋକଙ୍କୁ ସଚେତନତା କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ