ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ

ବାଲେଶ୍ୱର, (ସରୋଜ ପଣ୍ଡା):ଆଜି ରେମୁଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଘାଯତୀନ ମଣ୍ଡଳର ଚଷାଖଣ୍ଡ ପଞ୍ଚାୟତ ଅଧିନସ୍ଥ ଅନନ୍ତପୁର ଗ୍ରାମରେ ଅବସରପ୍ରାପ୍ତ ଅଧକ୍ଷ କାଳୀଚରଣ ଲେଙ୍କାଙ୍କ ବାସଭବନରେ ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ଉପସ୍ଥିତିରେ ପ୍ରାୟ ୧୦୦ ରୁ ଉର୍ଦ୍ଧ୍ବ ଜନସାଧାରଣ ବିଜେପିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି ।ଏହି ସମୟରେ ଜିଲ୍ଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା, ବାଘାଯତୀନ ମଣ୍ଡଳ ସଭାପତି ଉମାକାନ୍ତ ଜେନା ଓ ଅନୀଲ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ