ଯଶୋଦା ଫାଉଣ୍ଡେସନ ପକ୍ଷରୁ ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଯଶୋଦା ଫାଉଣ୍ଡେସନ ପକ୍ଷରୁ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି, ଛତ୍ରପୁର ବ୍ଲକ ଅନ୍ତର୍ଗତ ବଉଳଗାଁ ଗ୍ରାମ ପଂଚାୟତ ର ଭାଗିରଥିପୁର ଗ୍ରାମ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଟ୍ରଷ୍ଟି ସାଗରିକା ପଣ୍ଡା ଓ ୱାର୍ଡ ସଭ୍ୟ ତୁମ୍ବନାଥ ଦାସ ଯୋଗଦେଇ ବୃକ୍ଷ ରୋପଣ କରିବା ସହିତ ମହିଳାମାନଙ୍କୁ ନଡ଼ିଆ ଗଛ ଠାରୁ ଆରମ୍ଭ କରି ବିଭିନ୍ନ ରକମର ଚାରା ବଣ୍ଟନ କରିଥିଲେ, ସମସ୍ତ କାର୍ଯ୍ୟକ୍ରମ କୁ ଟ୍ରଷ୍ଟର ସୁଦେଷ୍ଣା ସାହୁ ଓ ପୁଷ୍ପାଞ୍ଜଳି ସାହୁ ପରିଚାଳନା ରେ ସହଯୋଗ କରିଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ