ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶି ଫଳରୁ…
ମେଷ – କର୍ମକ୍ଷେତ୍ରରେ ଅନୁକୂଳ ପରିସ୍ଥିତି ଅନୁଭବ କରିବେ, ସାଂସାରିକ ନୂତନ ଦ୍ରବ୍ୟାଦି କ୍ରୟ କରିପାରନ୍ତି, ପୁରୁଣା ବକେୟା ପ୍ରାପ୍ତି ଯୋଗ ରହିଛି, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ମହିଳା ଓ ଛାତ୍ରଛାତ୍ରୀମାନେ ସମସ୍ତ ଦିଗରୁ ସୁଖବର ପାଇବେ ।
ବୃଷ – କର୍ମକ୍ଷେତ୍ରରେ ଶତ୍ରୁମାନେ ପ୍ରଭାବିତ କରିପାରନ୍ତି । ମନରେ ଦୈନ୍ୟ ଭାବ ଷୃଷ୍ଟି ହେବ, ଧନପ୍ରାପ୍ତିର ଆଶା ତଥା ଉଦ୍ୟମ ବିଫଳ ହେବ, କର୍ମକ୍ଷେତ୍ରରେ ଅଶାନ୍ତି, ଭାତୃବିବାଦ ଆଦି ରହିବ । ମହିଳାମାନେ ଅଶାନ୍ତି ମଧ୍ୟରେ ରହିବେ ।
ମିଥୁନ – ସମସ୍ୟା ସୁଧାରିବାର କ୍ଷମତା ବୃଦ୍ଧି ହେବ ଓ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ । ସାଂସାରିକ ଜୀବନ ସୁଖରେ କଟିବ କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ସ୍ୱାଛନ୍ଦରେ ସମସ୍ତ କାର୍ଯ୍ୟ ସମାପନ କରିବେ ।
କର୍କଟ – ସମସ୍ତ ଦିଗରୁ ସୁଖବର ମିଳିବ, ଆର୍ଥିକ କ୍ଷେତ୍ରରେ ଉର୍ଣ୍ଣତି ଘଟିବ, ସାଂସାରିକ ଜୀବନ ସୁଖରେ କଟିବ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ, ମହିଳା ଓ ଛାତ୍ରଛାତ୍ରୀମାନେ ସୁଖରେ ଦିନଟି ଅତିବାହିତ କରିବେ ।
ସିହଂ – ମାନସିକ ପ୍ରଫୁଲତା, ଶତୃଦମନ, ମାଙ୍ଗଳିକ କାର୍ଯ୍ୟରେ ସଫଳତା । କର୍ମ କ୍ଷେତ୍ରରେ ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ । ସାଂସାରିକ ଜୀବନ ସୁଖରେ କଟିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହିତ ରହିବେ
କନ୍ୟା – ସମସ୍ତ ଦିଗରୁ ଲୋକପ୍ରିୟତା ମିଳିବ, ପ୍ରେମ ସମ୍ଭନ୍ଧିୟ ଓ ସାସାଂରିକ ଜିବନରେ ଆନନ୍ଦ ପରିବେଷ ଦିନଭରି ଲାଗିରହିବ ଓ କୌଣସି ନୁତନ ଜାନ ବାହାନ କିଣିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ, କର୍ମକ୍ଷେତ୍ରରେ ସମସ୍ତ କ୍ଷେତ୍ରରୁ ସହଯୋଗ ମନକୁ ଆନନ୍ଦ ଦେବ, ଆର୍ଥିକ ଦିଗଟି ସାମାନ୍ୟ ସ୍ୱଚ୍ଛଳ ହେବ ।
ତୁଳା – କର୍ମକ୍ଷେତ୍ରରେ ବହୁଦିନରୁ ଅଟକ ରହିଥିବା କାର୍ଯ୍ୟ ସମ୍ପର୍ଣ୍ଣ ହେବ, ସମସ୍ତ କ୍ଷେତ୍ରରେ ଧନ ସମ୍ମାନ ମିଳିବ ଓ ସାଂସାରିକ କ୍ଷେତ୍ରରେ ସୁଖ ଓ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ଖୁସିରେ ଦିନଟିକୁ ଅତିବାହିତ କରିବେ ।
ବିଛା- ଦିନଟି ବ୍ୟବସାୟିକ ଦିଗରୁ ଉର୍ଣ୍ଣତି ହେବ । ମନର ଆଶା ପୁରଣ ହେବ, ନୁତନ ଦ୍ରବ୍ୟ ଶତ୍ କାର୍ଯ୍ୟରେ ଦାନ କରିବେ, ସାହିପଡିସାରେ ନିଜର ପତିଆରା ରହିବ, ଆର୍ଥିକ ଉର୍ଣ୍ଣତିର ସମ୍ଭାବନା ରହିବ ।
ଧନୁ – ଦିନଟି ବିଳାସ ରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଦର୍ଶନିୟ ସ୍ଥାନ ନିଜର ଜିବନସାଥି ସହ ଭ୍ରମଣ କରିବେ, ଅବିବାହିତ ମାନଙ୍କ ପାଇଁ ବିବାହର ସୁ୍ଯୋଗ ଷୃଷ୍ଟି ହେବ, ସର୍ବତ୍ର ବିଜୟ ସହ ଅଭିଷ୍ଟ ସିଦ୍ଧି ଷଟିବ । ମହିଳାମାନେ ଅତ୍ୟନ୍ତ ସୁଖୀ ହେବେ ।
ମକର- କୌଣସି ସାମାଜିକ ଅନୁଷ୍ଠାନରେ ସମୟ ଅତିବାହିତ କରିବା ସଙ୍ଗେ ସଙ୍ଗେ ଦୂର ସମ୍ପର୍କୀୟଙ୍କ ସହଯୋଗ ପାଇ ଅତ୍ୟନ୍ତ ଆନନ୍ଦ ପରିବେଷ ମଧ୍ୟରେ କାଳାତିପାତ କରିବେ । ନୁତନ ଯୋଜନାରେ ସଫଳତା ମିଳିବ, ମହିଳାମାନେ ଅତ୍ୟନ୍ତ ଉତ୍ସାହିତ ରହିବେ ।
କୁମ୍ଭ- ବିଭିନ୍ନ କ୍ଷେତ୍ରରୁ ସୁଖବର ମିଳିବ, ଆର୍ଥିକ ଦିଗ ସ୍ୱଚ୍ଛଳ ହେବ, ଧର୍ମକାର୍ଯ୍ୟ ଓ ସାମାଜ ସେବାରେ ମନବଳାଇବେ, ବୁଦ୍ଧି ବଳରେ ଶତୃମାନଙ୍କୁ ଦମନ କରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ମହିଳା ଓ ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।
ମିନ- ପରିବାର ସଦସ୍ୟଙ୍କର ସାହାର୍ଯ୍ୟ ସହଯୋଗ ରହିବ, ଶରିର ସୁସ୍ଥ ର୍ିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।