ମହାତ୍ମା ଗାନ୍ଧୀ ଙ୍କ ମହାପ୍ରୟାଣ ଦିବସ ପାଳିତ
କଳାହାଣ୍ଡି – କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀ ଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି । ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମି ଭବାନୀପାଟଣା ସ୍ଥିତ କଂଗ୍ରେସ କାର୍ୟ୍ୟାଳୟ ରୁ ଏକ ଶୋଭାଯାତ୍ରାରେ ରେ ବାହାରି ଗାନ୍ଧିଛକ ସ୍ଥିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାପ୍ରାଣ କରି କଂଗ୍ରେସ ଭବନ ଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା ।


