ବିଭାଗୀୟ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍‌): ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭାଗୀୟ ଅଫିସର ୱାଇ. ମନମୋହନ ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଂଜନ ପୃଷ୍ଟି ଯୋଗଦେଇ ମନମୋହନଙ୍କୁ ପୁଷ୍ପଗୁଚ୍ଚ ଦେଇ ସମ୍ବର୍ଦ୍ଧିତ କରିବା ସହ ତାଙ୍କୁ ପ୍ରୋବିଜିନାଲ୍ ପେନସନ ପ୍ରଦାନ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଆସିଷ୍ଟାଣ୍ଡ କଲେକ୍ଟର ଶରତ କୁମାର ପାତ୍ର ଓ ବିକ୍ରମ ଦୋରା, ଉପଖଣ୍ଡ ପଞ୍ଚାୟତ ଅଧିକାରୀ ଉଲାସେଠୀଙ୍କ ସମେତ ସମସ୍ତ କର୍ମଚାରୀ ମାନେ ମନମୋହନଙ୍କୁ ଶୁଭେଚ୍ଛ ଦେବା ସହ ତାଙ୍କର ଗୁଣଗାନ କରିଥିଲେ । ଏହିଅବସରରେ କାର୍ଯ୍ୟାଳୟ ପକ୍ଷରୁ ତାଙ୍କୁ କିଛି ଉପାହାର ପ୍ରଦାନ କରାଯାଇଥିଲା

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ