ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶି ଫଳରୁ…
ମେଷ – ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହେବ । ଆର୍ଥିକ ଉନ୍ନତି ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ବୃଷ – କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
ମିଥୁନ – ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
କର୍କଟ – ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ସିହଂ – ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ ।
କନ୍ୟା – ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ନୁତନ ଯାନ କ୍ରୟ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ତୁଳା – ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
ବିଛା – ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ଧନୁ – ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ, ସାଂସାରିକ ଜୀବନ ସୁଖ ଶାନ୍ତିରେ କଟିବ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ, ଗୁହନିର୍ମାଣ ଶ୍ରମିକ ମାନଙ୍କ ପାଇଁ ଶୁଭ ଖବର ମିଳିବ ।
ମକର – ଆର୍ଥିକ କ୍ଷେତ୍ରରେ ଉନତି ଘଟିବ, ମାନସିକ ଅବସାଦ ଦୁରହୋଇଯିବ, ସାଂସାରିକ ଜୀବନକୁ ନେଇ ଉତ୍ସାହିତ ରହିବେ, ରାଜନୈତିକ କ୍ଷେତ୍ରରେ ଉତ୍ସାହିତ ରହିବେ ଫଳରେ ଆତ୍ମଶାନ୍ତି ଦେଖାଦେବ ।
କୁମ୍ଭ – ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ମୀନ – କର୍ମକ୍ଷେତ୍ରରେ ଶତ୍ରୁମାନେ ପରାହତ ହେବେ ଓ ବ୍ୟବସାୟରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ ।