ଦେଶରେ ପାଇପ୍ ଲାଇନ୍ ନଥିବା ସ୍ଥାନରେ ସୁରକ୍ଷିତ , ଭରସାଯୋଗ୍ୟ ଓ କମ୍ ଖର୍ଚ୍ଚରେ ପହଂଚିବ ପ୍ରାକୃତିକ ଗ୍ୟାସ୍ : ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ : ଇଣ୍ଡିଆନ୍ ଅଏଲ ଓ ଯୁକ୍ତ ରାଷ୍ଟ୍ର ଆମୋରିକାର ଏକ୍ସନ୍ ମୋବିଲ କର୍ପୋରେସନ୍ ମଧ୍ୟରେ ସ୍ୱାକ୍ଷରିତ ହୋଇଥିବା ବୁଝାମଣା ଭାରତର ଅପହଂଚ ଅଂଚଳରେ
ପ୍ରାକୃତିକ ଗ୍ୟାସ୍ ଯୋଗାଣରେ ବେଶ୍ ସହାୟକ ହେବ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସନ ମୋବିଲ ସହ ଇଣ୍ଡିଆନ୍ ଅଏଲର ବୁଝାମଣା ସ୍ୱାକ୍ଷର ଆଧାରରେ ଦେଶର
ପାଇପ୍ ଲାଇନ୍ ଯୋଗେ ପ୍ରାକୃତିକ ଗ୍ୟାସ୍ ନପହଂଚି ।ରୁଥିବା ଅଂଚଳରେ ଏକ୍ସନ୍ ମୋବିଲ ରେଳ , ରାସ୍ତା ଓ ଜଳ ପଥରେ ପ୍ରାକୃତିକ ଗ୍ୟାସ୍ ପହଂଚାଇବ । ଏହି ଯୋଗାଣ ପ୍ରକ୍ରିୟା ସୁରକ୍ଷିତ ,
ଭରସାଯୋଗ୍ୟ ଏବଂ କମ୍ ଖର୍ଚ୍ଚରେ ହୋଇପାରିବ ବୋଲି ଟ୍ୱିଟ୍ କରି କହିଛନ୍ତି ।