ପିପୁଲସ କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା

ବୁଗୁଡା : ପିପୁଲସ କଲେଜର ଉଦ୍ଭିଦ ବିଜ୍ଞାନ ବିଭାଗର ଡେମନଷ୍ଟ୍ରେଟର ବ୍ରଜେନ୍ଦ୍ର ଉପାଧ୍ୟାୟ ଫେବୃୟାରୀ ୨୯ ତାରିଖରେ ଚାକିରୀରୁ ଅବସର ଗ୍ରହଣ କରୁଥବା ବେଳେ କଲେଜ ଷ୍ଟାପ କାଉନସେଲ ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା।କଲେଜ ପ୍ରିନ୍ସପାଲ ପ୍ରଫେସର ରଜନୀକାନ୍ତ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ଷ୍ଟାପ କାଉନସେଲ ସଂପାଦକ ରାଜନୀତି ବିଜ୍ଞାନ ଅଧ୍ୟାପକ ଅକ୍ଷୟ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଉପସ୍ଥିତ ସଦସ୍ୟ ସଦସ୍ୟା ବୃନ୍ଦ ଉପାଧୟଙ୍କ କର୍ମମୟ ଜୀବନର ଗୁଣଗାନ କରିବା ସହ ସମ୍ବର୍ଦ୍ଧିତ କରିଥିଲେ।ଶେଷରେ ସହକୋଷାଧ୍ୟକ୍ଷ ସୁଶାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ