ଆଜି ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶି ଫଳରୁ…
ମେଷ – ପରିବାର ସଦସ୍ୟଙ୍କର ସାହାର୍ଯ୍ୟ ସହଯୋଗ ରହିବ, ଶରିର ସୁସ୍ଥ ର୍ହିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ ।
ବୃଷ – ମାନସିକ ପ୍ରଫୁଲତା, ଶତୃଦମନ, ମାଙ୍ଗଳିକ କାର୍ଯ୍ୟରେ ସଫଳତା । କର୍ମ କ୍ଷେତ୍ରରେ ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ । ସାଂସାରିକ ଜୀବନ ସୁଖରେ କଟିବ । ଛାତ୍ରଛାତ୍ରୀମାନେ ଉତ୍ସାହିତ ରହିବେ ।
ମିଥୁନ – କର୍ମକ୍ଷେତ୍ରରେ ବହୁଦିନରୁ ଅଟକ ରହିଥିବା କାର୍ଯ୍ୟ ସମ୍ପର୍ଣ୍ଣ ହେବ, ସମସ୍ତ କ୍ଷେତ୍ରରେ ଧନ ସମ୍ମାନ ମିଳିବ ଓ ସାଂସାରିକ କ୍ଷେତ୍ରରେ ସୁଖ ଓ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ଖୁସିରେ ଦିନଟିକୁ ଅତିବାହିତ କରିବେ ।
କର୍କଟ – ଠକାମିରେ ପଡିପାରନ୍ତି । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ବ୍ୟତିବ୍ୟସ୍ଥ କରିବ । ଆକଷ୍ମିକ ଦୁର୍ଘଟଣାର ସମ୍ଭାବନା ରହୁଛି ତେଣୁ ଯାନବାହାନ ଚଳାଚଳରେ ସତର୍କତା ଅବଲମ୍ବନ କରିବେ । ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇବେ ।
ସିହଂ – କର୍ମକ୍ଷେତ୍ରରେ ଅନୁକୂଳ ପରିସ୍ଥିତି ଅନୁଭବ କରିବେ, ନୂତନ ଦ୍ରବ୍ୟାଦି କ୍ରୟ କରିପାରନ୍ତି, ପୁରୁଣା ବକେୟା ପ୍ରାପ୍ତି ଯୋଗ ରହିଛି, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଛାତ୍ରଛାତ୍ରୀମାନେ ସମସ୍ତ ଦିଗରୁ ସୁଖବର ପାଇବେ ।
କନ୍ୟା – ଦିନଟି ବିଭିନ୍ନ କ୍ଷେତ୍ରରୁ ସୁଖବର ମିଳିବ, ଆର୍ଥିକ ଦିଗ ସ୍ୱଚ୍ଛଳ ହେବ, ଧର୍ମକାର୍ଯ୍ୟ ଓ ସାମାଜ ସେବାରେ ମନବଳାଇବେ, ବୁଦ୍ଧି ବଳରେ ଶତୃମାନଙ୍କୁ ଦମନ କରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।
ତୁଳା – ସମସ୍ୟା ସୁଧାରିବାର କ୍ଷମତା ବୃଦ୍ଧି ହେବ ଓ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ । ସାଂସାରିକ ଜୀବନ ସୁଖରେ କଟିବ କଳା, ଚାକିରି ଓ ବାଣିଜ୍ୟରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ସ୍ୱାଛନ୍ଦରେ ସମସ୍ତ କାର୍ଯ୍ୟ ସମାପନ କରିବେ ।
ବିଛା -କର୍ମ କ୍ଷେତ୍ରରେ ଶତ୍ରୁଙ୍କର ପ୍ରଭାବରେ କ୍ଷତି ସହିବାକୁ ପଡିପାରେ, ଯାନବାହାନ ଓ ବିଦ୍ୟୁତ ସମ୍ଭନ୍ଧିୟ ସତର୍କତା, ଜିବନସାଥିର କଟୁବାକ୍ୟ ବ୍ୟଥିତ କରିବ । ଛାତ୍ରଛାତ୍ରୀମାନେ ସମସ୍ତ ଦିଗକୁ ଚିନ୍ତାକରି କାର୍ଯ୍ୟକରିବାକୁ ପଡିବ ।
ଧନୁ – ବ୍ୟବସାୟିକ ଦିଗରୁ ଉର୍ଣ୍ଣତି ହେବ । ମନର ଆଶା ପୁରଣ ହେବ, ନୁତନ ଦ୍ରବ୍ୟ ଶତ୍ କାର୍ଯ୍ୟରେ ଦାନ କରିବେ, ସାହିପଡିସାରେ ନିଜର ପତିଆରା ରହିବ, ଆର୍ଥିକ ଉର୍ଣ୍ଣତିର ସମ୍ଭାବନା ରହିବ ।
ମକର – ସମସ୍ତ ଦିଗରୁ ସୁଖବର ମିଳିବ, ଆର୍ଥିକ କ୍ଷେତ୍ରରେ ଉର୍ଣ୍ଣତି ଘଟିବ, ସାଂସାରିକ ଜୀବନ ସୁଖରେ କଟିବ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ, ଛାତ୍ରଛାତ୍ରୀମାନେ ମନମୁତାବକ ଦିନଟି ଅତିବାହିତ କରିବେ ।
କୁମ୍ଭ – ଦିନଟି ବ୍ୟବସାୟିକ ଦିଗରୁ ଉର୍ଣ୍ଣତି ହେବ । ମନର ଆଶା ପୁରଣ ହେବ, ନୁତନ ଦ୍ରବ୍ୟ ସତ୍ କାର୍ଯ୍ୟରେ ଦାନ କରିବେ, ସାହିପଡିସାରେ ନିଜର ପତିଆରା ରହିବ, ଆର୍ଥିକ ଉର୍ଣ୍ଣତିର ସମ୍ଭାବନା ରହିବ ।
ମିନ – କର୍ମକ୍ଷେତ୍ରରେ ଅନୁକୂଳ ପରିସ୍ଥିତି ଅନୁଭବ କରିବେ, ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି, ବକେୟା ପ୍ରାପ୍ତି ଯୋଗ ରହିଛି, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ସମସ୍ତ ଦିଗରୁ ସୁଖବର ପାଇବେ ।